Odisha Weather 5 November । ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ୭ରୁ ବଢିବ ଶୀତ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ଆସନ୍ତା ୭ ତାରିଖ ଯାଏଁ ବର୍ଷା ଲାଗି ରହିବ। ଏହାପରେ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବା ସମ୍ଭାବନା ରହିଛି। ବର୍ତ୍ତମାନ ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ ରୁ ୪ ଡିଗ୍ରୀ ଅଧିକ ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।ଆସନ୍ତା ୩ ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଆଜି କୋରାପୁଟରେ ସବୁଠୁକମ୍ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ରେକର୍ଡ଼ କରାଯାଇଛି। ଦାରିଙ୍ଗବାଡ଼ିରେ ୧୬ ଡିଗ୍ରୀ, ଫୁଲବାଣୀରେ ୧୭.୮ ଡିଗ୍ରୀ, ସୁନ୍ଦରଗଡ଼ରେ ୧୮.୬ ଡିଗ୍ରୀ, ବୌଦ୍ଧରେ ୧୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି। #odishanews #ZeeOdishaNews #WeatherReport ................................................................................................................... About Channel:- Get the latest Odisha news headlines and breaking news, the latest news on our YouTube Channel, and know more about your State. Visit us to get the breaking news from Odisha at your fingertips. ........................................................................... Follow us on:- Web: https://zeenews.india.com/hindi/zeeod... Facebook: / zeeodisha Twitter: / zeeodisha Instagram: / zeeodishanews ......................................................................................................